ଆନ୍ଧ୍ର ମୁହାଁ କୋଟିଆ

କୋଟିଆ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ର ମୁହାଁ କୋଟିଆ । ଓଡ଼ିଶା ପଞ୍ଚାୟତ ନିର୍ବାଚନରେ ଭୋଟ ନଦେବାକୁ ଲୋକଙ୍କ ଚେତାବନୀ । କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରୀ ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ ବୋଲି ମତ ଦେବା ସହ ଆଗାମୀ ଦିନରେ ଓଡ଼ିଶାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ଭୋଟ ଦେବୁ ନାହିଁ ବୋଲି କହିଛନ୍ତି ।

ଓଡ଼ିଶାର ଏହି ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆମେ ୧୦ ଖଣ୍ଡ ଗ୍ରାମର ଲୋକେ ଭୋଟ ଦେବୁ ନାହିଁ । ଆନ୍ଧ୍ର ସରକାରଙ୍କ ପକ୍ଷରୁ ଆମକୁ ଯେପରି ସହେଯାଗ କରାଯାଉଛି ସେଭଳି ସହଯୋଗ ଓଡ଼ିଶା ପକ୍ଷରୁ କରାଯାଉନାହିଁ । ବର୍ତ୍ତମାନ ପଞ୍ଚାୟତ ନିର୍ବାଚନ ଥିବାରୁ ରାଜ୍ୟ ସରକାରଙ୍କ କୋର୍ଟକୁ ବଲ୍ ପକାଇଲେ ସ୍ଥାନୀୟ ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’