Masthead

ଆନ୍ଧ୍ର କରିବ ନିର୍ବାଚନ, ଓଡ଼ିଶା ଜାରି କରିଛି ୧୪୪ ଧାରା

ଭୁବନେଶ୍ୱର ( ବଡ଼ ଖବର ବୁ୍ୟରୋ): କୋଟିଆର ୨୨ଟି ଗାଁରେ ଆଜି ସନ୍ଧ୍ୟା ୫ ଟାରୁ ଆସନ୍ତାକାଲି ସନ୍ଧ୍ୟା ୬ଟା ଯାଏଁ ୧୪୪ ଧାରା ଜାରି କରାଯାଇଛି। ଗତକାଲି ଆନ୍ଧ୍ର ହାଇକୋର୍ଟ ପଞ୍ଚାୟତ ନିର୍ବାଚନ ଉପରେ ରୋକ ଲଗାଇଥିଲେ। ଆଜି ଡିଭିଜନ ବେଞ୍ଚ ଉକ୍ତ ନିର୍ଦ୍ଦେଶକୁ ରଦ୍ଦ କରି  ନିର୍ବାଚନ କରିବାକୁ ଅନୁମତି ଦେଇଛନ୍ତି। ତେଣୁ କାଲି ପୁରା ରାଜ୍ୟରେ ମଣ୍ଡଳ ପରିଷଦ ଓ ଜିଲ୍ଲା ପରିଷଦ ପାଇଁ ଭୋଟିଂ ହେବ।

ସୂଚନାନୁଯାୟୀ, ଆନ୍ଧ୍ରପ୍ରଦେଶ ସରକାର ଆସନ୍ତାକାଲି ପୁରା ରାଜ୍ୟରେ ନିର୍ବାଚନ କରିବାକୁ ଯାଉଛନ୍ତି। ଏଥିପାଇଁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ରାଜ୍ୟ ସରକାରକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଓଡ଼ିଶାର କୋଟିଆରେ ମଧ୍ୟ ଭୋଟ ଗ୍ରହଣ ହେବ। କାଲି ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରୁଥିବାରୁ ଆଜିଠୁ ୧୪୪ ଧାରା ଜାରି ହୋଇଛି। ସରକାର ୨୨ଟି ଗାଁରେ ମାଜିଷ୍ଟ୍ରେଟ କ୍ଷମତା ନେଇ ୨୨ ଅଫିସରଙ୍କୁ ଦାୟୀତ୍ଵ ଦିଆଯାଇଛି। ଓଡ଼ିଶାରେ ଆନ୍ଧ୍ର ନିର୍ବାଚନ ନ କରେଇବା ପାଇଁ ସେଠାରେ ବ୍ୟାପକ ପୁଲିସ ମଧ୍ୟ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା