Masthead

ଆନ୍ଧ୍ରପ୍ରଦେଶ ଲୋକସଭା ଓ ବିଧାନସଭା ଆସନରେ ଆଗେଇ ଚାଲିଛି ଟିଡିପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଲିଛି ଭୋଟ ଗଣତି । ଆନ୍ଧ୍ରପ୍ରଦେଶ ଲୋକସଭା ଓ ବିଧାନସଭା ପାଇଁ ଆଜି ଚାଲିଛି ଗଣତି। ସକାଳ ୯ଟା ଗଣତି ସୁଦ୍ଧା ତେଲୁଗ ଦେଶମ ପାର୍ଟି ଆଗେଇ ଚାଲିଥିବା ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ମିଳିଛି। ଟିଡିପି ବିଧାନସଭା ପ୍ରାର୍ଥୀ ଜି ବୁଚ୍ଚାହି ଆଗେଇ ଚାଲିଛନ୍ତି। ସେ ରାଜହମୁନ୍ଦ୍ରୟ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି ଲୋକସଭା ଆସନରେ ମଧ୍ୟ ଆଗରେ ରହିଛି ଟିଡିପି। ଦଳ ୯ଟି ଆସନରେ ଆଗେଇ ଚାଲିଥିବା ବେଳେ ୱାଇଏସଆର କଂଗ୍ରେସ ତିନୋଟି ଆସନରେ ଆଗରେ ରହିଛି। ଆନ୍ଧ୍ରପ୍ରଦେଶର ୨୫ ଲୋକସଭା ଓ ୧୭୫ଟି ବିଧାନସଭା ଆସନ ପାଇଁ ଭୋଟ୍ ଗଣତି ହେଉଛି। ରାଜ୍ୟରେ ଶାସକ ୱାଇଏସଆର କଂଗ୍ରେସ ଏବଂ ଟିଡିପି-ବିଜେପି-ଜେଏସପି ମିଳିତ ମଞ୍ଚ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ୱାଇଏସଆର କଂଗ୍ରେସ ସତ୍ତାରେ ରହିବା ନା ଗାଦିଚ୍ୟୁତ ହେବ, ତା ଉପରେ ନଜର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ