Masthead

ପୁଣି କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ

କୋରାପୁଟ(ବଡ଼ ଖବର ବ୍ୟୁରୋ): ପୁଣି କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ । କୋଟିଆରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା । କୋଟିଆ ପଞ୍ଚାୟତ ସୀମାନ୍ତ ଧୁଳିପଦର ଗାଁରେ ପଶି ସଭା କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ନିଜ ରାଜ୍ୟର ସରକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ନେଇ ବୈଠଖ କରିଥିଲେ । ସୀମାନ୍ତ ଅଞ୍ଚଳବାସୀ କିପରି ଆନ୍ଧ୍ର ରାଜ୍ୟର ଯୋଜନା ଅଧିକାରୁ ଅଧିକ ପାଇପାରିବେ ସେ ବିଷୟରେ ସଚେତନ କରାଇଛନ୍ତି । ଏବଂ ଆନ୍ଧ୍ର ସରକାର ଅନେକ ଯୋଜନା ଘୋଷଣା କରିଛନ୍ତି ।

ସେ ନିଜର ସମର୍ଥକ ଓ କିଛି ସରକାରୀ କର୍ମଚାରୀଙ୍କୁ ଧରି ଗାଁରେ ପହଞ୍ଚି ଥିଲେ। ଉପ ମୁଖ୍ୟମନ୍ତ୍ରୀଙ୍କୁ ଗାଁ ଲୋକେ ଭବ୍ୟ ସ୍ୱାଗତ କରିଥିଲେ। ପରେ ସେଠାରେ ଆୟୋଜିତ ସଭାରେ ଯୋଗଦେଇଥିଲେ ହେଲେ ପିଡିକା ରାଜନ୍ନା ଦୋରା। ଅନ୍ଧ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଗାଁ ଲୋକଙ୍କୁ ବୁଝାଇଥିଲେ। ଆଗାମୀ ଦିନରେ ରାଜ୍ୟ ସରକାର ଆହୁରି ଭଲ ଭଲ ଯୋଜନା ସୀମାନ୍ତରେ ବସବାସ କରୁଥିବା ଗରିବ ଓ ଖଟିଖିଆଙ୍କ ପାଇଁ କରୁଥିବା ସେ ଗାଁ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି