‘ଆନ୍ଧ୍ର ପୋଲିସ ଗୋ ବ୍ୟାକ’: ଧର୍ମେନ୍ଦ୍ର ପ୍ରଧାନ

ସେମିଳିଗୁଡ଼ା(ବଡ଼ ଖବର ବ୍ୟୁରୋ): ଆନ୍ଧ୍ରକୁ କେନ୍ଦ୍ରମନ୍ତ୍ରୀଙ୍କ ଚେତାବନୀ । ‘ଆନ୍ଧ୍ର ପୋଲିସ ଗୋବ୍ୟାକ’ର ନାରା ଦେଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ, କୋଟିଆ ଆନ୍ଧ୍ରର ନୁହେଁ ଓଡ଼ିଶାର । ଦିନିକିଆ କୋଟିଆ ଗସ୍ତରେ ଯାଇ ସେଠାରେ ଉତ୍କଳ ଦିବସ ପାଳନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହି ଅବସରେ ଦୀର୍ଘ ଦିନରୁ ବିବାଦ ଲାଗି ରହିଥିବା କୋଟିଆରେ ପହଞ୍ଚି ସିଧାସଳଖ ଚେତାବନୀ ଦେଇଛନ୍ତି । ଏଥିସହ ସୀମା ବିବାଦ ଉପରେ ଓ ଅନ୍ୟାନ୍ୟ ବିଷୟରେ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ରହିଥିଲେ ୬ ଜଣ ବିଜେପି ବିଧାୟକ । ସେହିପରି ଗଞ୍ଜେଇପଦର ଗ୍ରାମରେ ବିଜେଡି ଆଜି ୮୮ତମ ଉତ୍କଳ ଦିବସ ପାଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’