Masthead

ଆନ୍ଧ୍ର ସରକାରଙ୍କ ତୀବ୍ର ପ୍ରତିକ୍ରୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆନ୍ଧ୍ର ଗୋ ବ୍ୟାକକୁ ନେଇ ଆନ୍ଧ୍ର ସରକାରଙ୍କ ତୀବ୍ର ପ୍ରତିକ୍ରୟା । କୋଟିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉକ୍ରଳ ଦିବସ ପାଳନବେଳେ କହିଥିଲେ କୋଟିଆ ଓଡ଼ିଶାର । ଚନ୍ଦ୍ର ସୂର୍ଯ୍ୟ ଯେମିତି ସତ୍ୟ କୋଟିଆ ଓଡ଼ିଶାର ସେମିତ ସତ୍ୟ । ଆନ୍ଧ୍ର ଗୋ ବ୍ୟାକ ନାରା ଦେଇଥିଲା କେନ୍ଦ୍ରମନ୍ତ୍ର ୀ ।

ଏହାର ଜବାବ ଦେଇଛି ଆନ୍ଧ୍ର । ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନ ଦୋରା କହିଛନ୍ତ କେନ୍ଦ୍ରମନ୍ତ୍ରୀ ଦେଇଥିବା ବୟାନ ପ୍ରତ୍ୟାହାର କରି ନିଅନ୍ତୁ । କୋଟିଆ ଆନ୍ଧ୍ରର । ଓଡ଼ଶାର ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି