Masthead

୨ ଶିକାରୀ ଗିରଫ, ୩୦ କେଜି ମାଂସ ଜବତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ବନ୍ୟପ୍ରାଣୀ ଶିକାର ଅଭିଯୋଗରେ ପୁରୁଣାକୋଟ ଥାନା ହିଞ୍ଜାଗୋଳ ଗାଁର ୨ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ । ସାତକୋଶିଆ ଅଭୟାରଣ୍ୟର ପମ୍ପାସର ବନାଞ୍ଚଳ ଟାଇଁସି ସଂରକ୍ଷିତ ଜଙ୍ଗଲ କମ୍ପାଟମେଣ୍ଟ-୭ରେ ବନ୍ୟପ୍ରାଣୀ ଶିକାର ହୋଇଥିବା କୁହାଯାଇଛି । ଗିରଫ ୨ ଅଭିଯୁକ୍ତ ଅଶୋକ ବର୍ଗିଆ ଓ ରବୀନ୍ଦ୍ର ଦେହୁରୀ ଏକ ବାରାହ ଶିକାର କରି ମାଂସ କାଟୁଥିବା ବେଳେ ବନ ବିଭାଗ ଚଡ଼ାଉକରି ୩୦ କେଜି ବାରାହ ମାଂସ ଜବତ କରିଛି । ସେମାନଙ୍କ ନିକଟରୁ ବାରାହ ମୁଣ୍ଡ, ଗୋଡ଼,ଏକ ଟାଙ୍ଗିଆ,୨ କଟୁରି,୨ ରସି ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ