Masthead

ଦେଶ ଛାଡ଼ିବେ ଅନୀଲ ଦେଶମୁଖ !

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡ଼ୁଆ ବଢିବାରେ ଲାଗିଛି । ଏହା ମଧ୍ୟରେ ଦେଶମୁଖ ଦେଶ ଛାଡି ଯିବାକୁ ଯୋଜନା କରୁଥିବାର କଥା ସାମ୍ନାକୁ ଆସିଛି । ଏନେଇ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ତାଙ୍କ ବିରୋଧରେ ଏକ ଲୁକଆଉଟ ନୋଟିସ ଜାରି କରିଛନ୍ତି । ଏପରି କରିବା ଦ୍ୱାରା ଅନୀଲ ଆଉ ଦେଶ ଛାଡି ଯାଇପାରିବେ ନାହିଁ ।

ଅପରପକ୍ଷରେ ଦେଶମୁଖଙ୍କ ବିରୋଧରେ ମୁମ୍ବାଇର ପୂର୍ବତନ କମିଶନର ପରମବୀର ସିଂହ ୧୦୦ କୋଟି ଟଙ୍କା ବଟି ମାଗିଥିବାର ଅଭିଯୋଗ କରିଥିଲେ । ଏହା ସହ ପୁଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା, ଚୋରା ଚାଲାଣ କରିବା ଏବଂ ଟ୍ରାନ୍ସପୋଷ୍ଟିଂରେ ହସ୍ତକ୍ଷେପ କରିବା ଭଳି ଅଭିଯୋଗ ଅନୀଲଙ୍କ ବିରୋଧରେ କରାଯାଇଥିଲା । ଏହା ପରେ ଅନୀଲ ନିଜ ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା