Masthead

ଦେଶ ଛାଡ଼ିବେ ଅନୀଲ ଦେଶମୁଖ !

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡ଼ୁଆ ବଢିବାରେ ଲାଗିଛି । ଏହା ମଧ୍ୟରେ ଦେଶମୁଖ ଦେଶ ଛାଡି ଯିବାକୁ ଯୋଜନା କରୁଥିବାର କଥା ସାମ୍ନାକୁ ଆସିଛି । ଏନେଇ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ତାଙ୍କ ବିରୋଧରେ ଏକ ଲୁକଆଉଟ ନୋଟିସ ଜାରି କରିଛନ୍ତି । ଏପରି କରିବା ଦ୍ୱାରା ଅନୀଲ ଆଉ ଦେଶ ଛାଡି ଯାଇପାରିବେ ନାହିଁ ।

ଅପରପକ୍ଷରେ ଦେଶମୁଖଙ୍କ ବିରୋଧରେ ମୁମ୍ବାଇର ପୂର୍ବତନ କମିଶନର ପରମବୀର ସିଂହ ୧୦୦ କୋଟି ଟଙ୍କା ବଟି ମାଗିଥିବାର ଅଭିଯୋଗ କରିଥିଲେ । ଏହା ସହ ପୁଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା, ଚୋରା ଚାଲାଣ କରିବା ଏବଂ ଟ୍ରାନ୍ସପୋଷ୍ଟିଂରେ ହସ୍ତକ୍ଷେପ କରିବା ଭଳି ଅଭିଯୋଗ ଅନୀଲଙ୍କ ବିରୋଧରେ କରାଯାଇଥିଲା । ଏହା ପରେ ଅନୀଲ ନିଜ ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ