Masthead

ଅନୀଲଙ୍କ ଓକିଲ ଏବଂ ଏସଆଇଙ୍କ ଜାମିନ ଖାରଜ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିଛି ଅନୀଲ ଦେଶମୁଖଙ୍କ ଅଡ଼ୁଆ । ଜେଲରେ ଥିବା ଅନିଲ ଦେଶମୁଖଙ୍କ ଓକିଲ ଏବଂ ସିବିଆଇ ଏସଆଇଙ୍କ ଜାମିନ ଆବେଦନ ଖାରଜ ହୋଇଥିବାର ସୂଚନା ମିଳିଛି । ଏନେଇ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ଜଜ ଜଷ୍ଟିସ ବିମଳ ଯାଦବ ଆଦେଶ ଜାରି କରିଛନ୍ତି ।

ଅପରପକ୍ଷରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଓକିଲ ଆନନ୍ଦ ଡାଗା ଏବଂ ସିବିଆଇରେ ଏସଆଇ ଅଭିଷେକ ତିଓ୍ବାରୀଙ୍କୁ କୋର୍ଟ ୬ ସେପ୍ଟେମ୍ବରରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା