Masthead

ଆନିନୀ ଅସୁସ୍ଥ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମହାବଳ ବାଘୁଣୀ ଆନିନୀ ଗତ ୧୪ତାରିଖ ରୁ ଅସୁସ୍ଥ ଥିଲା । ତାର ବୟସ ୬ବର୍ଷ ହୋଇଥିବା ବେଳେ ରକ୍ତ ହୀନତା ଯୋଗୁ ତାର ନିଶ୍ୱାସ ନେବାରେ କଷ୍ଟ ହେଉଥିଲା । ଏହା ସହ ଖାଦ୍ୟ ପାନୀୟ ଛାଡି ଦେଇଥିଲା। ଏବେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛି ।

ତାକୁ ସୁସ୍ଥ କରିବା ପାଇଁ ୪ଜଣିଆ ଭେଟନାରୀ ଡାକ୍ତରୀ ଟିମ ଲାଗିଛନ୍ତି । ଭାଇ କୃଷ୍ନା ଭଉଣୀ ଆନିନୀକୁ ୨ୟୁନିଟ ରକ୍ତ ଦେବାରୁ ଆନିନୀ ଏବେ ସୁସ୍ଥ ହୋଇଆସୁଥିବା କର୍ତ୍ତୁପକ୍ଷ କହିଛନ୍ତି। । ଏବେ ବାଘୁଣୀ ଆନିନୀ ସମ୍ପୁର୍ଣ୍ଣ ବିପଦମୁକ୍ତ ହୋଇନଥିବା ବେଳେ ଏବେ ମଧ୍ୟ ଚିକିତ୍ସା ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା