Masthead

ବିଜେପିରେ ମିଶିଲେ ଅଞ୍ଜଳି

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ଭାଜପାରେ ମିଶିଲେ। ସୋମବାର ଭୁବନେଶ୍ୱର ସ୍ଥିତ ରାଜ୍ୟ ଭାଜପା କାର୍ଯ୍ୟାଳୟରେ  ଆୟୋଜିତ ମିଶ୍ରଣ ପର୍ବରେ ନିଜ ସମର୍ଥକଙ୍କ ସହିତ ଯୋଗଦେବେ ବୋଲି ରବିବାର ଫୋନ ଯୋଗେ ସୂଚନା ଦେଇଥିଲେ ।

ଭାଜପାରେ ସାମିଲ ହେବା ପରେ ଦଳର ନିର୍ଦ୍ଦେଶ ହେଲେ ଆସନ୍ତା ପଞ୍ଚାୟତ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି । ହିନ୍ଦୋଳ ବିଧାନସଭା ଆସନରୁ ବିଜେଡି ପକ୍ଷରୁ ପ୍ରତିଦ୍ୱନ୍ଦିତା କରି ୨୦୦୦,୨୦୦୪ ଏବଂ ୨୦୦୯ରେ ଲଗାତାର ୩ ଥର ବିଧାୟିକା ଭାବେ ଜିତିଥିଲେ ଅଞ୍ଜଳି । ଏହା ସହ ୨ ଥର ମନ୍ତ୍ରୀ ମଧ୍ୟ ରହିଥିଲେ । ପରବର୍ତ୍ତୀ ସମୟରେ ଦଳ ବିରୋଧି କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା