Masthead

ଡ୍ରାଇଭର ସଙ୍ଘକୁ ଖୁସି କରିବାକୁ ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ଵର(ବଡ ଖବର ବ୍ୟୁରୋ): ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ବୋର୍ଡ ଗଠନ ହେବ । ପ୍ରାଥମିକ ଭାବେ ଅନୁଦାନ ଦେବେ ରାଜ୍ୟ ସରକାର । ପରବର୍ତ୍ତୀ ସମୟରେ ଅନ୍ୟାନ୍ୟ ଉତ୍ସରୁ ହେବ ପାଣ୍ଠି ସଂଗ୍ରହ । ମୃତୁ୍ୟ କ୍ଷେତ୍ରରେ ଡ୍ରାଇଭର ଓ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା । ସେହିଭଳି ଗୁରୁତର ଆହତ କ୍ଷେତ୍ରରେ ୮୦ ହଜାର, ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଦେଢ ଲକ୍ଷ ଓ ସାଧାରଣ ମୃତୁ୍ୟ ମାମଲାରେ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ବୋର୍ଡରେ ସରକାରୀ ସଦସ୍ୟଙ୍କ ସହ ଡ୍ରାଇଭର ସଙ୍ଘ ପ୍ରତିନିଧି ରହିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା