Masthead

ଏସିଆନ ଗେମ୍ସ ପାଇଁ ଚୟନ ହୋଇଥିବା୧୩ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ଜଣ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ ଏସିଆନ୍ ଗେମ୍ସ । ଚୟନିତ ହୋଇଥିବା ୧୩ ଜଣ ଓଡ଼ିଆ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲି ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ,ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ତୁମୁଣି ମରାଣ୍ଡି, ତରୁଲତା ନାଏକ, ମାମା ନାଏକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ