Masthead

ମନରେଗା ଶ୍ରମିକଙ୍କ ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନରେଗା ଶ୍ରମିକଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପ୍ରିଲ, ମେ ଓ ଜୁନ୍ ମାସ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତି ଶ୍ରମ ଦିବସ ପାଇଁ ଜବକାର୍ଡଧାରୀମାନେ ଅନରେଗା ଯୋଜନାରେ ଅତିରିକ୍ତ ୫୦ ଟଙ୍କା ଲେଖାଏଁ ସହାୟତା ପାଇବେ ।

ଏଥିରେ ରାଜ୍ୟରେ ଥିବା ୩୨ ଲକ୍ଷରୁ ଅଧିକ ମନରେଗା ଶ୍ରମିକ ଉପକୃତ ହେବେ ଏବଂ ୭ ଦିନ ମଧ୍ୟରେ ଏହି ଟଙ୍କା ଆକାଉଣ୍ଟକୁ ଯିବ । ଏହି ବାବଦରେ ୩୩୨କୋଟି ଟଙ୍କା ଖର୍ଚ୍ଚ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ