Masthead

ଆଉ ୩ ଦିନ ଲଘୁଚାପ ପ୍ରଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଉପକୂଳରେ ସକ୍ରିୟ ଲଘୁଚାପ । ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୧୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଯୋଗୁଁ ୟେଲୋ ୱାର୍ଣ୍ଣିଂ ଜାରି । ଆହୁରି ୩ ଦିନ ରହିବ ପ୍ରଭାବ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହା ସହିତ ଉପକୂଳବର୍ତ୍ତୀ ଜିଲ୍ଲା ଓ ତତସଂଲଗ୍ନ କିଛି ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନ ରହିଛି।

ତେଣୁ ଗୋଟେ ଦୁଇଟି ସ୍ଥାନରେ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ଦୁଇ ଦିନରେ ବର୍ଷାର ପରିମାଣ କମିବ। ଉତ୍ତର ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୬୦ କିଲୋମିଟର ମଧ୍ୟରେ ରହିବ। ଏଥିଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ