Masthead

୩ ମାସ ବଢିଲା ପାନ୍ ଆଧାର ଲିଙ୍କର ଅବଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ପୁଣି ୩ ମାସ ବଢିଲା ପାନ୍ ଆଧାର ଲିଙ୍କର ଅବଧି । ସେପ୍ଟେମ୍ବର ୩୦ଯାଏଁ ଏହି ଅବଧିକୁ ବଢାଇ ଦିଆଯାଇଛି । ପୂର୍ବରୁ ୫୦୦ ଆଧାର ଲିଙ୍କର ଡେଡଲାଇନ୍ ଜୁନ୍ ୩୦ ପର୍ଯ୍ୟନ୍ତ ଥିଲା । କୋଭିଡକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ସରକାରୀ ହେଉ ବା ବେସରକାରୀ ସଂସ୍ଥାରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଚିକିତ୍ସା ପାଇଁ ନିଯୁକ୍ତି ଦାତା ଟଙ୍କା ଖର୍ଚ୍ଚ କଲେ ଟିକସ ରିହାତି ରହିବ । କୋଭିଡ ଚିକିତ୍ସା ପାଇଁ କେହି ବଦାନ୍ୟ ବ୍ୟକ୍ତି ଦାନ କରିବାକୁ ଚାହିଁଲେ ଟିକସ ରିହାତି ପାଇ ପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି