Masthead

ଦିଲ୍ଲୀ ଟ୍ରାକ୍ଟର ହିଂସାକାଣ୍ଡରେ ଆଉ ଜଣେ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଟ୍ରାକ୍ଟର ହିଂସା ଘଟଣାରେ ଆରମ୍ଭ ହୋଇଛି ଗିରଫ ଦାରୀ । ପ୍ରଥମେ ଘଟଣାର ମୁଖ୍ୟ କୁହାଯାଉଥିବା ଦୀପ ସିଦ୍ଧୁକୁ ଗିରଫ କରାଯାଇଥିଲା । ଏହାର ଗୋଟିଏ ଦିନ ପରେ ଅନ୍ୟତମ ଅଭିଯୁକ୍ତ ଇକବାଲ ସିଂକୁ ଗିରଫ କରାଯାଇଛି । ଇକବାଲ ପଞ୍ଜାବ ଲୁଧିଆନାର ବାସିନ୍ଦା । ତାଙ୍କ ନାଁରେ ୫୦ ହଜାର ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା ।

ରେଡ ଦୁର୍ଗର ହୋଇଥିବା ଘଟଣାରେ ୩୦୦ ପୋଲିସ କର୍ମଚାରୀ ଆହତ ହୋଇଥିଲେ । ଆନ୍ଦୋଳନକାରୀଙ୍କୁ ଅଟକାଇଥିଲା ପୋଲିସ । ମାତ୍ର ପୋଲିସଙ୍କୁ ପାଲଟା ଆକ୍ରମଣ କରିଥିଲେ ଚାଷୀ । ଅନ୍ୟପଟେ ଆନ୍ଦୋଳନକାରୀଙ୍କୁ ଦୀପସିନ୍ଧୁ ପ୍ରଥଭ୍ରଷ୍ଟ କରିବାକୁ ପ୍ରୟାସ କରିଥିବା ଅଭିଯୋଗ କରିଥିଲା ଚାଷୀ ସଙ୍ଗଠନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା