Masthead

ପଶ୍ଚିମବଙ୍ଗ ନିର୍ବାଚନ ହିଂସା ମାମଲାରେ ଆଉ ଜଣେ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ନିର୍ବାଚନ ପରେ ହିଂସା ମାମଲାରେ ଆଉ ଜଣେ ଗିରଫ ହୋଇଛନ୍ତି । ତେବେ ଉତ୍ତର ପରଗନା ଜିଲ୍ଲାର ଜଣେ ବ୍ୟକ୍ତିଙ୍କୁ ସିବିଆଇ ଗିରଫ କରିଥିବାର ସୂଚନା ମିଳିଛି । ଏହା ଛଡା ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ବିଜେପି କର୍ମୀଙ୍କ ମା’ଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ରତନ ହଲ୍ଦରଙ୍କୁ ଜଗଦଲ ଅଞ୍ଚଳରୁ ଗିରଫ କରାଯାଇଥିଲା ।

କେବଳ ଏତିକି ନୁହେଁ ବରଂ ବିଜେପି କର୍ମୀ ହତ୍ୟାରେ ସମ୍ପୃକ୍ତ ଥିବା ବିଜୟ ଘୋଷ ଏବଂ ଅସୀମା ଘୋଷଙ୍କୁ ସିବିଆଇ ଅଗଷ୍ଟ ୨୮ରେ ଗିରଫ କରିଥିଲା । ଏହା ସହ କିଛି ଦିନ ପୂର୍ବରୁ ସିବିଆଇ ପୋଲ ହିଂସା ମାମଲାରେ ଏକ ଚାର୍ଜସିଟ ଦାଖଲ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ