Masthead

ପରମବୀର ସିଂହଙ୍କ ବିରୋଧରେ ଆଉ ଏକ ମାମଲା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇର ପୂର୍ବତନ କମିଶନର ପରମବୀର ସିଂହଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏହା ମଧ୍ୟରେ କୋପ୍ରି ପୁଲିସ ଷ୍ଟେସନରେ ପରମବୀର ସିଂହଙ୍କ ବିରୋଧରେ ପୁଣି ଆଉ ଏକ ମାମଲା ରୁଜୁ ହୋଇଛି ।

ତାଙ୍କ ସହ ଡିସିପି ପରାଗ ମାନରେ, ବିଲ୍ଡର ସଞ୍ଜୟ ପୁନାମିଆ, ବ୍ୟବସାୟୀ ସୁନୀଲ ଜୈନ ଏବଂ ତିନି ଜଣ ଅଧିକାରୀଙ୍କ ବିରୋଧରେ ଚୋରା ଚାଲାଣର ମାମଲା ରୁଜୁ ହୋଇଛି । ଏହା ସହ ମାମଲାର ତଦନ୍ତ ସିଆଇଡିକୁ ହସ୍ତାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ