Masthead

୨୮ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୋପାଳପୁର ବନ୍ଦର ପାଇଁ ବିପଦ ସଂକେତ ୭, ପୁରୀ ପାଇଁ ବିପଦ ସଂକେତ ୬ ଓ ଅନ୍ୟ ବନ୍ଦର ଗୁଡିକ ପାଇଁ ବିପଦ ସଂକେଟ ୩ ଜାରି କାରାଯାଇଛି। ପର୍ବତୀୟା ଅଂଚଳରେ ଲ୍ୟାଣ୍ଡଫଲ ହେବାର ସମ୍ଭାବନା ରହିଛି।

୨୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଯାହାକି ଲଘୁଚାପର ରୂପ ନେଵ ଏହାରି ପ୍ରଭାବରେ ୨୮ରୁ ୩୦ ତାରିଖ ପର୍ୟ୍ୟନ୍ତ ମଧ୍ୟ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି