Masthead

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ବଡ଼ମ୍ବା (ବଡ଼ ଖବର ବ୍ୟୁରୋ):  ନରସିଂହପୁର ଜଙ୍ଗଲରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ । ପୂର୍ବ ରେଞ୍ଜର ରଙ୍ଗଡାବ ଗ୍ୟାସ ଅଫିସ ନିକଟରେ ମୃତଦେହ ଠାବ । ଗ୍ୟାସ ଅଫିସ ନିକଟରେ ଥିବା ଏକ ବଗିଚାରେ ମୃତଦେହ ଠାବ । ଗ୍ୟାସ ଅଫିସ ନିକଟରେ ଥିବା ଏକ କଦଳୀ ବଗିଚାରେ ଦନ୍ତାର ସନ୍ଦେହଜନକ ମୃତ୍ୟୁ ହୋଇଛି। ଏନେଇ ପୂର୍ବାଞ୍ଚଳ ବନାଞ୍ଚଳ ଅଧିକାରୀ ସୁବାସ ଚନ୍ଦ୍ର ରାଉତ ସୂଚନା ଦେଇଛନ୍ତି। ହାତୀର କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ଜଣାପଡୁନି। ଶିକାରୀ ଗୁଳି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ହାତୀର ବୟସ ୧୦ରୁ ୧୨ ବର୍ଷ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା