Masthead

ରାହୁଲ ଗାନ୍ଧିଙ୍କ ବିରୋଧରେ ଆଉ ଏକ ମାନହାନି ମାମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ବିରୋଧରେ ଆଉ ଏକ ମାନହାନି ମାମଲା ରୁଜୁ ହୋଇଛି । ଚଳିତ ବର୍ଷ ଜାନୁଆରୀରେ ଭାରତ ଯୋଡ଼ ଯାତ୍ରା ସମୟରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ବିରୋଧରେ ଦେଇଥିବା ମନ୍ତବ୍ୟକୁ ନେଇ ମାନହାନି ମାମଲା ରୁଜୁ ହୋଇଛି। ଉତ୍ତରପ୍ରଦେଶର ହରିଦ୍ୱାର କୋର୍ଟରେ ଆରଏସଏସ କର୍ମୀ କମଲ ଭଦୌରିଆଙ୍କ ଅଭିଯୋଗରେ ଆଡଭୋକେଟ ଅରୁଣ ଭଦୌରିଆଙ୍କ ଦ୍ୱାରା ଏହି ମାମଲା ପଞ୍ଜିକୃତ ହୋଇଥିଲା। ଜାନୁୟାରୀ ୯ରେ ହରିୟାଣାର ଅମ୍ବାଲାରେ ଭାରତ ଯୋଡା ଯାତ୍ରା ବେଳେ ରାହୁଲ ଗାନ୍ଧି ଏକ ରାଲିକୁ ସମ୍ବୋଧିତ କରି କହିଛନ୍ତି ଯେ, ‘ଆରଏସଏସ ସଦସ୍ୟମାନେ ଏକବିଂଶ ଶତାବ୍ଦୀର କୌରବ।’ ରାହୁଲ କହିଥିଲେ ଯେ, କୌରବ କିଏ ଥିଲେ? ମୁଁ ପ୍ରଥମେ ଆପଣଙ୍କୁ ଏକବିଂଶ ଶତାବ୍ଦୀର କୌରବ ବିଷୟରେ କହିବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ