Masthead

ଆଉ ଜଣେ ଏଚଏମପିଭି ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଉ ଜଣେ ଏଚଏମପିଭି ଆକ୍ରାନ୍ତ ଚିହ୍ନଟ । ଆସାମ ଡେବ୍ରୁଗଡ଼ରୁ ୧୦ମାସର ଶିଶୁ ଆକ୍ରାନ୍ତା ପଜିଟିଭ ଚିହ୍ନଟ ଶିଶୁର କୌଣସି ଟ୍ରାଭେଲ୍ ହିଷ୍ଟ୍ରି ନଥିବା ସୂଚନା । ଦେଶରେ ଏଚଏମପିଭି ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି । ଗତକାଲି ଗୁଜରାଟରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଥିଲେ । ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି ।

ଏବେ ସୁଦ୍ଧା ମହରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ତାମିଲନାଡୁ ଓ ପଶ୍ଚିମବଙ୍ଗରେ ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇସାରିଲେଣି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଅପୂର୍ବ ଚନ୍ଦ୍ରା ଏକ ଉଚ୍ଚସ୍ତରୀୟ ବୈଠକ ଡାକି ପରିସ୍ଥିତିର ସମୀକ୍ଷା କରିଛନ୍ତି । ଦେଶରେ ଏବେ ସୁଦ୍ଧା ଖୁବ କମ୍ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଶିଶୁ ବା ନାବାଳକ ବୋଲି ଜଣାପଡିଛି । ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟ ସଚିବ ମାନଙ୍କ ସହ ଏକ ବୈଠକରେ ଏହି ଭାଇରସର ମୁକାବିଲା ନେଇ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ