Masthead

ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ

କୋଇଡା (ବଡ଼ ଖବର ବ୍ୟୁରୋ): ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ । ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ପୁଣି ଆଇଡି ବିସ୍ଫୋରଣ । ପୃଥକ ପୃଥକ ଦୁଇଟି ସ୍ଥାନରେ ହୋଇଛି ବିସ୍ଫୋରଣ । ଝାଡ଼ଖଣ୍ଡ କରମପଦା ରେଲୱେ ଷ୍ଟେସନ ନିକଟରେ ବିସ୍ଫୋରଣ ହୋଇଥିବା ବେଳେ ଓଡ଼ିଶାର କେ.ବଳାଙ୍ଗ ଥାନା ରେଞ୍ଜଡ଼ା ରେଲୱେ ଟ୍ରାକରେ ବିସ୍ଫୋରଣ ହୋଇଛି । କାଲି କରମପଦା-ରେଞ୍ଜଡ଼ା ମଝିରେ ବିସ୍ଫୋରଣ ଘଟିଥିଲା ।

ଆଇଇଡି ବିସ୍ଫୋରଣ ଘଟାଇ ରେଲୱେ ଟ୍ରାକ ଉଡ଼ାଇଥରଲେ ମାଓବାଦୀ । ଜଣେ ରେଲୱେ କର୍ମଚାରୀଙ୍କ ମୃତୁ୍ୟ ହୋଇଥିବାବେଳେ ଆଉ ଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ଆଇଡି ବିସ୍ଫୋରଣ ପରେ ବିମଲାଗଡ ସେକ୍ସନ ରେଲୱେ ଲାଇନରେ ରେଳ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ଥିଲା । ଏବେ ହାଇ ଆର୍ଲଟରେ ଓଡ଼ିଶା ଝାଡଖଣ୍ଡ ସୀମା ରେଲୱେ ଟ୍ରାକ । ଘଟଣା ସ୍ଥଳରେ ପୋଲିସ୍ ପହଞ୍ଚି କରୁଛି ତଦନ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ