Masthead

ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ

କୋଇଡା (ବଡ଼ ଖବର ବ୍ୟୁରୋ): ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ । ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ପୁଣି ଆଇଡି ବିସ୍ଫୋରଣ । ପୃଥକ ପୃଥକ ଦୁଇଟି ସ୍ଥାନରେ ହୋଇଛି ବିସ୍ଫୋରଣ । ଝାଡ଼ଖଣ୍ଡ କରମପଦା ରେଲୱେ ଷ୍ଟେସନ ନିକଟରେ ବିସ୍ଫୋରଣ ହୋଇଥିବା ବେଳେ ଓଡ଼ିଶାର କେ.ବଳାଙ୍ଗ ଥାନା ରେଞ୍ଜଡ଼ା ରେଲୱେ ଟ୍ରାକରେ ବିସ୍ଫୋରଣ ହୋଇଛି । କାଲି କରମପଦା-ରେଞ୍ଜଡ଼ା ମଝିରେ ବିସ୍ଫୋରଣ ଘଟିଥିଲା ।

ଆଇଇଡି ବିସ୍ଫୋରଣ ଘଟାଇ ରେଲୱେ ଟ୍ରାକ ଉଡ଼ାଇଥରଲେ ମାଓବାଦୀ । ଜଣେ ରେଲୱେ କର୍ମଚାରୀଙ୍କ ମୃତୁ୍ୟ ହୋଇଥିବାବେଳେ ଆଉ ଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ଆଇଡି ବିସ୍ଫୋରଣ ପରେ ବିମଲାଗଡ ସେକ୍ସନ ରେଲୱେ ଲାଇନରେ ରେଳ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ଥିଲା । ଏବେ ହାଇ ଆର୍ଲଟରେ ଓଡ଼ିଶା ଝାଡଖଣ୍ଡ ସୀମା ରେଲୱେ ଟ୍ରାକ । ଘଟଣା ସ୍ଥଳରେ ପୋଲିସ୍ ପହଞ୍ଚି କରୁଛି ତଦନ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର