Masthead

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଜମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ): ପହଲଗାମ ଆତଙ୍କୀ ଆକ୍ରମଣ ପରେ ଦିଲ୍ଲୀରେ ବସୁଛି ଘନଘନ ବୈଠକ। କିପରି ନରହନ୍ତା ଆତଙ୍କୀକୁ ନିପାତ କରାଯିବ ତାଉପରେ ହେଉଛି ଆଲୋଚନା। ଶତ୍ରୁ ଦେଶ ପାଖରୁ କିପରି ଭାରତକୁ ସୁରକ୍ଷିତ ରଖାଯାଇ ପାରିବ ତା ଉପରେ ଚାଲିଛି ବିଶ୍ଳେଷଣ। ସେପଟେ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ-ପ୍ରତିରକ୍ଷା ମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ରହିଛି । ପହଲଗାମ୍‌ ଆତଙ୍କୀ ହାମଲାକୁ ନେଇ ହୋଇପାରେ ଆଲୋଚନା । ସୁରକ୍ଷା ସମ୍ପର୍କିତ ହୋଇପାରେ ବଡ଼ ଧରଣର ନିଷ୍ପତ୍ତି । ଅନୁମାନ କରାଯାଉଛି ପାକିସ୍ତାନ ଉପରେ ପୁଣି ଥରେ ବଡ଼ ଧରଣର ହମଲା କରିବା ପାଇଁ ପ୍ରସ୍ତୁତ ହେଉଛି ଭାରତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ