Masthead

ମିଲିଟାରୀ ଷ୍ଟେସନରେ ଆଉ ଜଣେ ଯବାନଙ୍କ ମୃତ୍ୟୁ

ପଞ୍ଜାବ (ବଡ଼ ଖବର ବ୍ୟୁରୋ):  ଭଟିଣ୍ଡା ମିଲିଟାରୀ ଷ୍ଟେସନରେ ଆଉ ଜଣେ ଯବାନଙ୍କର ଗୁଳି ବାଜି ମୃତ୍ୟୁ ହୋଇଛି। ଭାରତୀୟ ସେନା ପକ୍ଷରୁ ଏହାକୁ ଏକ ଆକ୍ସିଡେଣ୍ଟ ବୋଲି କୁହାଯାଇଛି। ସେନା କହିଛି ଯେ ଅସ୍ତ୍ରଶସ୍ତ୍ର ରଖିବା ସମୟରେ ଏହି ଦୁର୍ଘଟଣା ହୋଇଛି। ଭଟିଣ୍ଡା କ୍ୟାଣ୍ଟ ପୋଲିସ ଷ୍ଟେସନର ଏସଏଚଓ ଗୁରଦୀପ ସିଂ କହିଛନ୍ତି, ପଞ୍ଜାବର ଭଟିଣ୍ଡାରେ ଗତ ରାତିରେ ସେନାର ଜଣେ ଯବାନଙ୍କର ମୃତ୍ୟୁ ହୋଇଛି। ସର୍ଭିସ ରିଭଲଭରରୁ ତାଙ୍କ ଅଜାଣତରେ ଗୁଳି ଫୁଟିଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଲଘୁ ରାଜ ଶଙ୍କର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ