Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଣ୍ଡାମାନ ସାଗରରେ ୧୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟ୍ୱିଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି।

କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି। ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ