Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଦଶହରାକୁ ବାତ୍ୟା ଫିକା କରିବାର ଯେଉଁ ଭୟ ଥିଲା ତାହା ଅନେକାଂଶରେ ଦୂର ହୋଇଛି । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଓଡ଼ିଶାକୁ ମୁହାଁଇବ। କିନ୍ତୁ ଏହା ଅଧିକ ଘନୀଭୂତ ନହୋଇ ବୋଲି ଅବପାତରେ ସୀମିତ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ଅଧିକ ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ କ୍ଷୀଣ। ହେଲେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୭ରୁ ୧୯ ତାରିଖ ମଧ୍ୟରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି।

ପାଣିପାଗ ବିଶେଷଜ୍ଞ କହିଛନ୍ତି, ଆକଳନରୁ ଜଣାପଡ଼ୁଛି ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ୧୩ ତାରିଖ ପର୍ୟ୍ୟନ୍ତ ପ୍ରାୟ ସେହି ସ୍ଥାନରେ ହିଁ ରହିବ। ୧୩ ତାରିଖରେ ଲଘୁଚାପ କ୍ଷେତ୍ର ହୋଇ ୧୫ତାରିଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୧୭ତାରିଖ ସକାଳେ ଅବପାତରେ ପରିଣତ ହୋଇ ୧୮ ସଂଧ୍ୟା ପର୍ୟ୍ୟନ୍ତ ସେହି ଅବସ୍ଥାରେ ରହିବ। ଅବପାତରେ ପରିଣତ ପରେ ୧୭ସଂଧ୍ୟାରୁ ୧୮ ସଂଧ୍ୟା ମଧ୍ୟରେ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ