Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ୨୪ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ପୂର୍ବାନୁମାନ କରାଯାଇଛି । ଏହା ପ୍ରଭାବରେ ୨୩ରୁ ୨୫ ଯାଏଁ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ପରେ ସେହି ସ୍ଥାନରେ ୩ଦିନ ଯାଏ ରହିବ ।

୨୬ ତାରିଖରେ ସ୍ଥଳଭାଗକୁ ଯିବ । ବର୍ତ୍ତମାନ ଯେଉଁ ଲଘୁଚାପ ସକ୍ରିୟ ଅଛି । ସେହିଭଳି ଲଘୁଚାପ ପ୍ରଭାବରେ ୨୨ ତାରିଖ ଅପରାହ୍ନରୁ ୨୫ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ୨୪ ଓ ୨୫ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ମେନପୁର ଓ ଫୁଲବାଣୀର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ୧୯, ୨୦, ୨୩ ଓ ୨୪ ତାରିଖରେ ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ଅଧିକ ବୋଲି ବୋଲି ସେ ଆକଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ