Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଦୁଇ ଦିନରେ ବଙ୍ଗୋପସାଗରରେ ପୁଣି  ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୨୯ ତାରିଖ ଯାଏ  ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି ।

ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି   । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି  । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ