Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ବାତ୍ୟା ମୋନ୍ଥା ପରେ ଏବେ ପୁଣି ଚିନ୍ତା ବଢାଇଲାଣି ଆଉ ଏକ ଲଘୁଚାପ । ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ନଭେମ୍ବର ୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଏହି ଲଘୁଚାପ ।

ଏବେ ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଆସନ୍ତାକାଲି ତାହା ଲଘୁଚାପରେ ପରିଣତ ହୋଇପାରେ । ଆଣ୍ଡାମାନ ସାଗରକୁ ଆସି ଲଘୁଚାପର ରୂପ ନେବ ଏହି ଘୂର୍ଣ୍ଣିବଳୟ । ବଡ଼ କଥା ହେଉଛି ଲଘୁଚାପରେ ପରିଣତ ହେବା ପରେ ପରବର୍ତ୍ତୀ ୨-୩ ଦିନରେ ପୂର୍ବ ବଙ୍ଗୋପସାଗରକୁ ଗତି କରିବାର ସମ୍ଭାବନା ରହିଛି । ଫଳରେ ଏହା ଓଡ଼ିଶା ମୁହାଁ ହୋଇପାରେ । ତେବେ ଓଡ଼ିଶା ପ୍ରତି କେତେ ବିପଦ ରହିବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ କରିବ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ