ଆସନ୍ତା ୨୫ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ପୁଣି ଏକ ଲଘୁଚାପ । ରାଜ୍ୟରେ ଲଗାତର ଭାବେ ଗୋଟେ ପରେ ଗୋଟେ ଲଘୁଚାପ ସୃଷ୍ଟି ହୋଇ ଚାଲିଛି । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଉପରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ ।

ଆସନ୍ତାକାଲି ଏହା ଲଘୁୁଚାପର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ଲାଗିରହିବ ପ୍ରବଳ ବର୍ଷା । ଏଥିପାଇଁ ୧୦ ଜିଲ୍ଳାକୁ ୟୋଲୋୱାର୍ଣିର୍ଂ ଦିଆଯାଇଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’