Masthead

ଆଉ ଏକ ଲଘୁଚାପ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ପଶ୍ଚିମବଙ୍ଗ ଓ ସଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ସୋମବାର ମୟୁରଭଞ୍ଜ ଓ ବାଲେଶ୍ୱର ଜଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି।

ଏହା ବ୍ୟତୀତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା