Masthead

ବିଜେପି ଛାଡ଼ିଲେ ଆଉ ଜଣେ ବିଧାୟକ

କୋଲକାତା(ବଡ଼ ଖବର ବ୍ୟୁରୋ): ବିଜେପିକୁ ପୁଣି ଝଟକା । ପୁଣି ଆଉ ଜଣେ ବିଧାୟକ ବିଜେପି ଛାଡ଼ି ଟିଏମସିରେ ମିଶିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ପଶ୍ଚିମବଙ୍ଗ ରାଜନୀତି ସରଗରମ ହୋଇଉଠିଛି । ରାଇଗଞ୍ଜର ବିଜେପି ବିଧାୟକ କ୍ରିଷ୍ଣା କଲ୍ୟାଣୀ ଏପରି ଘୋଷଣା କରିଥିବାର ସୂଚନା ମିଳିଛି ।

ତେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ସାଂସଦ ଦେବଶ୍ରୀ ଚୌଧୁରୀ ତାଙ୍କ ନିର୍ବାଚନ ମଣ୍ଡଳୀରେ ବାରମ୍ବାର ହସ୍ତକ୍ଷେପ କରୁଥିବାରୁ ସାଧାରଣ ଲୋକଙ୍କ ପାଇଁ କାମ କରିବା ବିଧାୟକ କ୍ରିଷ୍ଣାଙ୍କ ପାଇଁ କାଠିକାର ପାଠ ହୋଇଯାଉଛି । ଏହି କାରଣରୁ ବିଜେପି ସହ ରହି କାମ କରିବା ତାଙ୍କ ପକ୍ଷରେ ସମ୍ଭବ ନୁହେଁ ବୋଲି ବିଜେପି ବିଧାୟକ କ୍ରିଷ୍ଣା କଲ୍ୟାଣୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ