Masthead

ଟ୍ରେନ ଟ୍ରାଜେଡି, ଗଲା ଆଉ ଜଣେ ଯାତ୍ରୀଙ୍କ ଜୀବନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗଲା ଆଉ ଜଣଙ୍କ ଜୀବନ । ମୃତକ ହେଲେ ବିଜୟ ପାଶୱାନ । ମୃତକ ବିହାରର ହୋଇଥିବା ଏସସିବି ପକ୍ଷରୁ ସୂଚନା । ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଆହତଙ୍କ ମଧ୍ୟରେ ଚିକିତ୍ସା ହେଉଥିବା ସମସ୍ତଙ୍କ ଯାତ୍ରୀଙ୍କ ମଧ୍ୟରୁ ବିଜୟ ହେଉଛନ୍ତି ପ୍ରଥମ ଯାତ୍ରୀ ଯାହାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ