Masthead

ବିଦେଶରେ ଭାରତ ସଂସ୍କୃତିର ଝଲକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଦେଶ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରବିବାର ସେ ପାପୁଆ ନିୟୁ ଗିନିରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ସେଠାରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପପୁଆ ନିୟୁ ଗିନିର ପ୍ରଧାନମନ୍ତ୍ରୀ ଜେମସ ମାରାପେ ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଥିଲେ । ସ୍ୱାଗତ କରିବା ସମୟରେ ମାରାପେ ତାଙ୍କ ପାଦ ଛୁଇଁଥିଲେ। ପ୍ରତିଉତ୍ତରରେ ମୋଦି ତାଙ୍କୁ ଉଠାଇ ଆଲିଙ୍ଗନ କରିଥିଲେ ।

 

ପରେ ମାରାପେ ତାଙ୍କ ଦେଶର ପ୍ରମୁଖ ଅଧିକାରୀଙ୍କୁ ମୋଦିଙ୍କ ସହିତ ପରିଚିତ କରାଇଥିଲେ। ଭାରତର ଜଣେ ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କ ପାପୁଆ ନିୟୁ ଗିନି ଗସ୍ତ ପ୍ରଥମ ଘଟଣା। ପୂର୍ବରୁ ଭାରତର କୌଣସି ପ୍ରଧାନମନ୍ତ୍ରୀ ପାପୁଆ ନିୟୁ ଗିନି ଗସ୍ତ କରି ନାହାନ୍ତି। ପାପୁଆ ନିୟୁ ଗିନିରେ ମୋଦୀ ଭାରତ-ପ୍ରଶାନ୍ତ ମହସାଗରୀୟ ଦ୍ବୀପ ରାଷ୍ଟ୍ର ସମନ୍ବୟ ଫୋରମର ତୃତୀୟ ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ ୧୪ଟି ଦ୍ବୀପ ରାଷ୍ଟ୍ର ଯୋଗ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା