Masthead

ଆସୁଛି ପୁଣି ଏକ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ବଡ଼ ବର୍ଷା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବାବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସେହିପରି ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ