Masthead

୨୫ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଏବଂ
ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେଓଗଡ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ