Masthead

୨୫ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଏବଂ
ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେଓଗଡ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା