Masthead

୨୫ରେ ଆଉ ଏକ ଘୂର୍ଣ୍ଣିବଳୟ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ୨୩ରୁ ପୁଣି ରାଜ୍ୟରେ ବଢିବ ବର୍ଷା । ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏ ନେଇ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣର୍ିଂ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା