Masthead

ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଜେଲରେ ପୁଣି ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ କଏଦୀ ଜଣକ ହେଲେ ମହମ୍ମଦ କଲିମ୍। ଘର କଟକ ହାତୀ ପୋଖରୀ ଅଞ୍ଚଳରେ। ଜେଲରେ ଗାମୁଛାରେ ଝୁଲୁଥିବା ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଏସସିବି ମେଡିକାଲ ଅଣାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ ଆତ୍ମହତ୍ୟା କରିଥିବା କଟକ ରେଞ୍ଜ ଜେଲ୍ ଡିଆଇଜି କହିଛନ୍ତି। ମୃତ କଏଦୀ ଜଣଙ୍କ ସେଲ୍ ରେ ଥିବା ଭିତରେ ମୃତ୍ୟୁ ବରଣ କରିଛି, ଆସାମୀ ମହମ୍ମଦ କଲିମ୍ ଦରଘାବଜାର ଅଂଚଳର । ଏକ ଘଟଣାରେ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ୧୩ ଡିସେମ୍ବର ୨୦୨୫ ରୁ ଜେଲ୍ ରେ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା!