Masthead

ଓଡ଼ିଶାରେ ପୁଣି ଟ୍ରେନ୍ ଟ୍ରାଜେଡି

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ରୋଡ ଷ୍ଟେସନରେ ଅଘଟଣ । ଟ୍ରେନରେ କଟି ୪ମୃତ, ୪ ଗୁରୁତର । ବର୍ଷା ଯୋଗୁଁ ଟ୍ରେନ୍ ତଳେ ଆଶ୍ରୟ ନେଇଥିଲେ । ଟ୍ରେନ୍ ଛାଡିଦେବାରୁ କଟିଗଲେ । ଆହତମାନେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି । ମୃତାହତମାନେ ଶ୍ରମିକ ଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ