Masthead

ଦିନରେ ମଦ ବିରୋଧୀ ଆନ୍ଦୋଳନ, ରାତିରେ ଚାନ୍ଦା ଆଦାୟ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ସରପଞ୍ଚ ବାବୁଙ୍କ ବିଚିତ୍ର କାର୍ୟ୍ୟ । ରାତିରେ ମଦ ଦୋକାନରୁ ବଟି ଆଦାୟ ପାଇଁ ଗୁଣ୍ଡାଗର୍ଦି । ସକାଳେ ମଦ ବିରୋଧୀ ଆନ୍ଦୋଳନ । ରାତିରେ ମଦ ଦୋକାନୀଙ୍କଠାରୁ ଚାନ୍ଦା ଆଦାୟ । ଏଭଳି ସଂଗୀନ ଅଭିଯୋଗକୁ କଏଦ କରିଛି ସିସିଟିଭି । ଏ ହେଉଛି କଳାହାଣ୍ଡି ଜିଲ୍ଲା ଛତିକୁଡାସ୍ଥିତ ଠିପି ବନ୍ଦ ବିଦେଶୀ ମଦ ଦୋକାନର ସିସିଟିଭି ଫୁଟେଜ । ସିସିଟିଭିରେ କଏଦ ବ୍ୟକ୍ତି ହେଲେ ଶାନ୍ତପୁର ସରପଞ୍ଚ ଟିକେରାମ ସାହୁ । ତାଙ୍କ ୫/୬ ଜଣ ସମର୍ଥକ ସହ ରାତିରେ ବଟି ଆଦାୟ ପାଇଁ ଦୋକାନରେ ଚଳାଇଛନ୍ତି ଗୁଣ୍ଡାଗର୍ଦ୍ଦି ।

ଦୋକାନରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ କରିଛନ୍ତି ଦୋକାନ ମାଲିକ । ହେଲେ ସକାଳେ ଖୋଦ ସରପଞ୍ଚ ନର୍ଲା ଥାନା ସମ୍ମୁଖରେ ମଦ ବିରୋଧୀ ଅଭିଯାନର ନେତୃତ୍ୱ ନେଇଛନ୍ତି । ସେହି ବିଦେଶୀ ମଦ ଦୋକାନ ବନ୍ଦ ପାଇଁ ଚଳାଇଛନ୍ତି ଆନ୍ଦୋଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ