Masthead

୫୦% ଲୋକଙ୍କ ଭିତରେ ଆଣ୍ଟିବଡି

ମାଲକାନଗିରି, (ବଡ଼ ଖବର ବ୍ୟୁରୋ): ଆସିଲା ମାଲକାନଗିରି ସହରର ସେରୋ ସର୍ଭେ ରିପୋର୍ଟ। ୫୦ ପ୍ରତିଶତ ଲୋକଙ୍କ ଭିତରେ ଆଣ୍ଟିବଡି ତିଆରି ହୋଇଥିବା ମାଲକାନଗିରି ଜିଲ୍ଲାପାଳ କହିଛନ୍ତି। ମାଲକାନଗିରି ପୌର ପରିଷଦର ମୋଟ ୧୬୧୩ ଜଣ ଲୋକଙ୍କ ରକ୍ତନମୁନା ସଂଗ୍ରହ କରାଯାଇଥିଲା।

ଏମାନଙ୍କ ମଧ୍ୟରେ ୧୦୧୮ ସାଧାରଣ ନାଗରିକ ହୋଇଥିବା ବେଳେ ୫୯୫ ଜଣ ଥିଲେ କରୋନା ଯୋଦ୍ଧା। ତେବେ ଆରଏମଆରସି ତରଫରୁ ଆଜି ରିପୋର୍ଟ ଆସିବା ପରେ ଜିଲ୍ଲାପାଳ ମନିଷ ଅଗ୍ରୱାଲ ଏହି ସୂଚନା ଦେଇଛନ୍ତି। କରୋନା ଭାଇରସଠାରୁ ବଞ୍ଚିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଏବଂ ନିୟମିତ ମାସ୍କ ବ୍ୟବହାର କରିବା ପାଇଁ ଜିଲ୍ଲାପାଳ ମାଲକାନଗିରିବାସୀଙ୍କୁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ