Masthead

ଟୁଇଟ କରି ବର୍ଷାଙ୍କୁ ଅନୁରୋଧ କଲେ ଅନୁଭବ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କିଛି ଦିନର ନିରବତା ପରେ ପୁଣି ସାମ୍ନାକୁ ଆସିଛି ଷ୍ଟାର କପୁଲଙ୍କ କଳି । ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବୈବାହିକ ଜୀବନକୁ ନେଇ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନି । କିଛି ଦିନର ନିରବତା ପରେ ପୁଣି ଟୁଇଟ କରି ବର୍ଷାଙ୍କୁ ଟାର୍ଗେଟ କରିଛନ୍ତି ଅନୁଭବ । ଅନୁଭବ ଟୁଇଟରେ ବର୍ଷାଙ୍କୁ ଟାଗ କରି ଲେଖିଛନ୍ତି,  ପିଲାଙ୍କ ଖୁସି ବାପାମାଆ ସବୁବେଳେ ଚାହାନ୍ତି । ଆମେ ଜାଣୁ କିଏ ଠିକ୍ ଏବଂ କିଏ ଭୁଲ । ମୋ ବାପାଙ୍କ ଦେହ ବହୁତ ଖରାପ, ସେ ଗୁରୁତର ଅବସ୍ଥାରେ ଆଇସିୟୁରେ ଅଛନ୍ତି । ତୁମକୁ ମୁଁ ହାତଯୋଡି କହୁଛି ଡେରି ନକରି ଶୀଘ୍ର ଦୂରେଇ ଯାଅ । ଆଉ ମୋ ବାପାମାଆଙ୍କୁ ଶାନ୍ତିରେ ଟିକେ ନିଶ୍ୱାସ ନେବାକୁ ଦିଅ । ମହାପ୍ରଭୁ ତୁମର ମଙ୍ଗଳ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ