Masthead

ପୁଣି ଚର୍ଚ୍ଚାରେ ଅନୁଭବ ଓ ଟିଭି ସମ୍ବାଦିକା

କଟକ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ବର୍ଷା-ଅନୁଭବଙ୍କ ଦାମ୍ପତ୍ୟ ଜୀବନ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ତାଙ୍କ ସାଂସଦ ସ୍ୱାମୀ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାଦ ଥମୁ ନ ଥିବା ବେଳେ ଆଜି ଅନୁଭବ ତାଙ୍କ ଫେସବୁକ ଆକାଉଣ୍ଟରେ ଏକ ଫଟୋ ସେୟାର କରିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି।

ଜାତୀୟ ଗଣମାଧ୍ୟମରେ ସାମ୍ବାଦିକତା କରୁଥିବା ଜଣେ ଯୁବତୀଙ୍କ ସହ ଅନୁଭବଙ୍କ ନାଁ ଯୋଡ଼ି ପୂର୍ବରୁ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ହେଉଥିଲା। ତେବେ ସେହି ସାମ୍ବାଦିକା ଜଣକ ଲୋକସଭା ଟିଭିର ଆଙ୍କର ଜାଗ୍ରତି ଶୁକ୍ଳା ବୋଲି ଆଜି ପ୍ରମାଣିତ କରିଛନ୍ତି ଖୋଦ୍ ଅନୁଭବ। ଆଜି ଧନତେରସ ଅବସରରେ ଜାଗ୍ରତି ଏକ ସମ୍ବଲପୁରୀ ଇକ୍ତା କଟନ ଶାଢ଼ି ପିନ୍ଧି ତାଙ୍କ ଫଟୋ ଫେସବୁକରେ ପୋଷ୍ଟ କରିଥିଲେ। ସମ୍ବଲପୁରୀ ଶାଢ଼ିର ପ୍ରମୋସନ ନାଁରେ ଅନୁଭବ ଜାଗ୍ରତିଙ୍କ ଉକ୍ତ ପୋଷ୍ଟକୁ ସେୟାର କରି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ