ପୁଣି ଚର୍ଚ୍ଚାରେ ଅନୁଭବ ଓ ଟିଭି ସମ୍ବାଦିକା

କଟକ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ବର୍ଷା-ଅନୁଭବଙ୍କ ଦାମ୍ପତ୍ୟ ଜୀବନ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ତାଙ୍କ ସାଂସଦ ସ୍ୱାମୀ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାଦ ଥମୁ ନ ଥିବା ବେଳେ ଆଜି ଅନୁଭବ ତାଙ୍କ ଫେସବୁକ ଆକାଉଣ୍ଟରେ ଏକ ଫଟୋ ସେୟାର କରିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି।

ଜାତୀୟ ଗଣମାଧ୍ୟମରେ ସାମ୍ବାଦିକତା କରୁଥିବା ଜଣେ ଯୁବତୀଙ୍କ ସହ ଅନୁଭବଙ୍କ ନାଁ ଯୋଡ଼ି ପୂର୍ବରୁ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ହେଉଥିଲା। ତେବେ ସେହି ସାମ୍ବାଦିକା ଜଣକ ଲୋକସଭା ଟିଭିର ଆଙ୍କର ଜାଗ୍ରତି ଶୁକ୍ଳା ବୋଲି ଆଜି ପ୍ରମାଣିତ କରିଛନ୍ତି ଖୋଦ୍ ଅନୁଭବ। ଆଜି ଧନତେରସ ଅବସରରେ ଜାଗ୍ରତି ଏକ ସମ୍ବଲପୁରୀ ଇକ୍ତା କଟନ ଶାଢ଼ି ପିନ୍ଧି ତାଙ୍କ ଫଟୋ ଫେସବୁକରେ ପୋଷ୍ଟ କରିଥିଲେ। ସମ୍ବଲପୁରୀ ଶାଢ଼ିର ପ୍ରମୋସନ ନାଁରେ ଅନୁଭବ ଜାଗ୍ରତିଙ୍କ ଉକ୍ତ ପୋଷ୍ଟକୁ ସେୟାର କରି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ