Masthead

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ (ବଡ଼ ଖବର ବ୍ୟୁରୋ): ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍। କଟକ ଜେଏମ୍ ଏଫ୍ ସି କୋର୍ଟରେ ଅନୁଭବ ହାଜର ପରେ ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍ ହୋଇଛି। ବର୍ଷା ପ୍ରିୟଦର୍ଶୀନିଙ୍କ ଏତଲା ଆଧାରରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା । ବାରମ୍ବାର ସମନ ସତ୍ତେ୍ୱ ହାଜର ନହେବାରୁ ତାଙ୍କ ନାଁରେ ଏନବିଡବ୍ଲୁ ଜାରି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ